ବିଳାପ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେମାନେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ଵାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି। Gade chapit laଓଡିଆ ବାଇବେଲ8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି। Gade chapit laପବିତ୍ର ବାଇବଲ8 ଯିରୁଶାଲମ ଅତିଶୟ ପାପ କରିଅଛି, ଏଣୁ ସେ ନଗର ଧ୍ୱଂସପ୍ରାପ୍ତ ହୋଇଅଛି। ଯେଉଁମାନେ ତାକୁ ପୂର୍ବେ ସମ୍ମାନ କରୁଥିଲେ, ଏବେ ସେମାନେ ତାକୁ ଘୃଣା କରୁଛନ୍ତି। କାରଣ ସେମାନେ ତାକୁ ଗାଳି ଦିଅନ୍ତି। ଯିରୁଶାଲମ ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛି ଓ ପଛକୁ ମୁଖ ଫେରାଉଅଛି। Gade chapit la |
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।