ବିଳାପ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)9 ତାହାର ଅଶୌଚ ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ଵନାକାରୀ କେହି ନାହିଁ। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି। Gade chapit laଓଡିଆ ବାଇବେଲ9 ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି। Gade chapit laପବିତ୍ର ବାଇବଲ9 ଯିରୁଶାଲମର ଅପରିଷ୍କାର ଗଳି ତାଙ୍କ ଜାମାଗୁଡ଼ିକରେ ଦୃଶିତ କରିଥିଲା। ସେଥିପାଇଁ ତାହାର ପତନ ଅନିବାର୍ଯ୍ୟ ଜଣାପଡ଼ୁଥିଲା। ସେଠାରେ ତାକୁ ସାନ୍ତ୍ୱନା ଦେବାକୁ କେହି ନ ଥିଲେ। ସେ କହୁଛି, “ହେ ସଦାପ୍ରଭୁ, ମୋର ସମସ୍ୟା ଦେଖ, ମୋର ଶତ୍ରୁଗଣ ନିଜକୁ କିପରି ମହାନ ମନେ କରୁଛନ୍ତି।” Gade chapit la |
ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।