ବିଳାପ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆବାଳବୃଦ୍ଧଲୋକ ବାଟରେ ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ଼୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ। Gade chapit laଓଡିଆ ବାଇବେଲ21 ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ। Gade chapit laପବିତ୍ର ବାଇବଲ21 ଯୁବକ ଓ ବୃଦ୍ଧ ନଗରର ରାସ୍ତାରେ ପତିତ ହୋଇଛନ୍ତି। ଯୁବକ, ଯୁବତୀ ଖଡ଼୍ଗରେ ହତ ହୋଇ ପଡ଼ିଛନ୍ତି। ସଦାପ୍ରଭୁ ସେମାନଙ୍କୁ ଆପଣା କ୍ରୋଧ ଦିନରେ ବଧ କରିଛନ୍ତି ଓ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୋଇଛନ୍ତି। Gade chapit la |
“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’