Biblia Todo Logo
Bib sou entènèt

- Piblisite -




ବିଳାପ 3:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

28 ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖି ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

28 ସଦାପ୍ରଭୁ ଯାହାର କାନ୍ଧରେ ଯୁଆଳି ରଖନ୍ତି, ସେ ଏକାକୀ ନୀରବରେ ବସିରହୁ।

Gade chapit la Kopi




ବିଳାପ 3:28
7 Referans Kwoze  

ମୁଁ ଆମୋଦ-ପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ, କିଅବା ଆନନ୍ଦ କଲି ନାହିଁ; ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି; କାରଣ ତୁମ୍ଭେ ମୋତେ କ୍ରୋଧରେ ପୂର୍ଣ୍ଣ କରିଅଛ।


ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।


ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି;


ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।


ଯୌବନ କାଳରେ ଯୁଆଳି ବୋହିବା ମନୁଷ୍ୟ ନିମନ୍ତେ ମଙ୍ଗଳ ଅଟେ।


ମୋହର ଅଭିଯୋଗ ଅପେକ୍ଷା ମୋହର ପୀଡ଼ା ଭାରୀ।


ମୋʼ ଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି।


Swiv nou:

Piblisite


Piblisite