ବିଳାପ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନସାରା ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନଯାକ ଆପଣା ହସ୍ତ ପୁନଃ ପୁନଃ ଫେରାଉଅଛନ୍ତି। Gade chapit laଓଡିଆ ବାଇବେଲ3 ସେ ନିଶ୍ଚୟ ମୋ’ ବିରୁଦ୍ଧରେ ଦିନସାରା ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି। Gade chapit laପବିତ୍ର ବାଇବଲ3 ସଦାପ୍ରଭୁ ଦିନସାରା ମୋ’ ବିରୁଦ୍ଧରେ ଆପଣା ହସ୍ତ ପୁନଃ ପୁନଃ ଫେରାଇ ଅଛନ୍ତି। Gade chapit la |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।