Biblia Todo Logo
Bib sou entènèt

- Piblisite -




ବିଳାପ 3:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ୱେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ଵେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

33 କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ୱେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ

33 ଲୋକମାନଙ୍କୁ କଷ୍ଟ ଦେଇ କିମ୍ବା ଦୟନୀୟ କରି,

Gade chapit la Kopi




ବିଳାପ 3:33
8 Referans Kwoze  

ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?


ଯେହେତୁ ଯେ ମରେ, ତାହାର ମରଣରେ ଆମ୍ଭର କିଛି ସନ୍ତୋଷ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଏଥିପାଇଁ ତୁମ୍ଭେମାନେ ଫେରି ବଞ୍ଚ।”


ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍‍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।


ସର୍ବଶକ୍ତିମାନ ପରମେଶ୍ୱର! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ।


ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।


ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା।


ପୃଥିବୀର ବନ୍ଦୀସକଳ ପଦ ତଳେ ଦଳିତ ହେବାର,


Swiv nou:

Piblisite


Piblisite