ବିଳାପ 3:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ। Gade chapit laପବିତ୍ର ବାଇବଲ (Re-edited) - (BSI)40 ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ। Gade chapit laଓଡିଆ ବାଇବେଲ40 ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ। Gade chapit laପବିତ୍ର ବାଇବଲ40 ଆମ୍ଭେମାନେ ନିଜ ନିଜ ପଥ ଅନୁସନ୍ଧାନ ଓ ପରୀକ୍ଷା କରିବା ଓ ସଦାପ୍ରଭୁଙ୍କ ନିକଟକୁ ଫେରିବା। Gade chapit la |
କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।”