ବିଳାପ 3:58 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT58 ହେ ପ୍ରଭୁ, ତୁମ୍ଭେ ମୋʼ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)58 ହେ ପ୍ରଭୁ, ତୁମ୍ଭେ ମୋʼ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ। Gade chapit laଓଡିଆ ବାଇବେଲ58 ହେ ପ୍ରଭୁ, ତୁମ୍ଭେ ମୋ’ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ। Gade chapit laପବିତ୍ର ବାଇବଲ58 ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରାଣର ସପକ୍ଷରେ ପ୍ରତିବାଦ କରିଅଛ, ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ। Gade chapit la |
ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।