Biblia Todo Logo
Bib sou entènèt

- Piblisite -




ବିଳାପ 3:63 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

63 ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ୱରୂପ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

63 ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ଵରୂପ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

63 ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ୱରୂପ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

63 ତୁମ୍ଭେ ସେମାନଙ୍କର ବସିବାର ଓ ଠିଆ ହେବାର ନିରୀକ୍ଷଣ କରିଛ। ଆଉ ଦେଖ, ସେମାନେ କିପରି ମୋତେ କରୁଛନ୍ତି।

Gade chapit la Kopi




ବିଳାପ 3:63
4 Referans Kwoze  

ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନସାରା ସେମାନଙ୍କର ଗାୟନ ହୋଇଅଛି।


ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।


ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ୱରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ୱରୂପ ହୋଇଅଛି।


ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।


Swiv nou:

Piblisite


Piblisite