ବିଳାପ 3:64 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT64 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)64 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ। Gade chapit laଓଡିଆ ବାଇବେଲ64 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ। Gade chapit laପବିତ୍ର ବାଇବଲ64 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ସେମାନଙ୍କର କର୍ମାନୁସାରେ ପ୍ରତିଫଳ ଦିଅ। Gade chapit la |
ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।