Biblia Todo Logo
Bib sou entènèt

- Piblisite -




ବିଳାପ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାରସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜାଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ୱାସ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ଵାରସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ଵାସ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାର ସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜାଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ୱାସ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୁଶାଲମର ଦ୍ୱାର ସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜଗଣ ଓ ଜଗତବାସୀ କେହି ବିଶ୍ୱାସ କରି ନ ଥିଲେ।

Gade chapit la Kopi




ବିଳାପ 4:12
5 Referans Kwoze  

ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ‘ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ?’


ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।


Swiv nou:

Piblisite


Piblisite