ବିଳାପ 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)13 ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି। Gade chapit laଓଡିଆ ବାଇବେଲ13 ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି। Gade chapit laପବିତ୍ର ବାଇବଲ13 ଏହା ଘଟିଲା, କାରଣ ଯିରୁଶାଲମର ଯାଜକଗଣ ଓ ଭବିଷ୍ୟଦ୍ବକ୍ତାଗଣ ପାପ କଲେ। ଏବଂ ସେମାନେ ତାଙ୍କ ସତ୍ ଲୋକମାନଙ୍କର ରକ୍ତପାତ କଲେ। Gade chapit la |
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।