ବିଳାପ 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ହେ ଊଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)21 ହେ ଉଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ। Gade chapit laଓଡିଆ ବାଇବେଲ21 ହେ ଊଷ୍ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ। Gade chapit laପବିତ୍ର ବାଇବଲ21 ହେ ଇଦୋମର କନ୍ୟା ଓ ଉଷ ଦେଶ ନିବାସିନୀ, ତୁମ୍ଭେମାନେ ଆନନ୍ଦ କର ଓ ପୁଲକିତା ହୁଅ। ସଦାପ୍ରଭୁଙ୍କର ସେହି କ୍ରୋଧରୂପକ ପାନପାତ୍ର ତୁମ୍ଭମାନଙ୍କ ନିକଟକୁ ଯିବ। ତୁମ୍ଭେମାନେ ତାହା ପାନ କରି ମତ୍ତ ହେବ ଓ ଉଲଗ୍ନା ହେବ। Gade chapit la |