Biblia Todo Logo
Bib sou entènèt

- Piblisite -




ବିଳାପ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।

Gade chapit la Kopi

ଓଡିଆ ବାଇବେଲ

11 ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗର ସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।

Gade chapit la Kopi

ପବିତ୍ର ବାଇବଲ

11 ଶତ୍ରୁମାନେ ସିୟୋନ ଓ ଯିହୁଦା ନଗର ସମୂହର ସ୍ତ୍ରୀଲୋକମାନଙ୍କୁ ଧର୍ଷଣ କଲେ।

Gade chapit la Kopi




ବିଳାପ 5:11
3 Referans Kwoze  

କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ।


ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।


ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରି ପାରିବ ନାହିଁ,


Swiv nou:

Piblisite


Piblisite