Biblia Todo Logo
Bib sou entènèt

- Piblisite -




ବିଳାପ 5:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

15 ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

15 ଆମ୍ଭମାନଙ୍କ ହୃଦୟରୁ ଆନନ୍ଦ ଗ୍ଭଲି ଯାଇଛି। ଆମ୍ଭମାନଙ୍କ ନୃତ୍ୟ ଶୋକରେ ପରିଣତ ହୋଇଅଛି।

Gade chapit la Kopi




ବିଳାପ 5:15
6 Referans Kwoze  

ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟିଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।”


ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।


ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;


ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ୱରରେ ପରିଣତ ହୋଇଅଛି।


Swiv nou:

Piblisite


Piblisite