Biblia Todo Logo
Bib sou entènèt

- Piblisite -




ବିଳାପ 5:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁଅଛ, ଆଉ ଏତେ ଦୀର୍ଘ କାଳ ଆମ୍ଭମାନଙ୍କୁ ପରିତ୍ୟାଗ କରୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତୁମ୍ଭେ କାହିଁକି ଚିର କାଳ ଆମ୍ଭମାନଙ୍କୁ ପାସୋରୁଅଛ, ଆଉ ଏତେ ଦୀର୍ଘ କାଳ ଆମ୍ଭମାନଙ୍କୁ ପରିତ୍ୟାଗ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

20 ତୁମ୍ଭେ କାହିଁକି ଚିର କାଳ ଆମ୍ଭମାନଙ୍କୁ ପାସୋରୁ ଅଛ, ଆଉ ଏତେ ଦୀର୍ଘ କାଳ ଅାମ୍ଭମାନଙ୍କୁ ପରିତ୍ୟାଗ କରୁଅଛ ?

Gade chapit la Kopi

ପବିତ୍ର ବାଇବଲ

20 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁ ଅଛ? ଆଉ ଏତେ ଦୀର୍ଘକାଳ ଆମ୍ଭମାନଙ୍କୁ କାହିଁକି ପରିତ୍ୟାଗ କରିଅଛ?

Gade chapit la Kopi




ବିଳାପ 5:20
15 Referans Kwoze  

ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି, ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ?


ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ?


ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ?


ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?


ହେ ସଦାପ୍ରଭୋ, କେତେ କାଳ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ?


ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?


ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।


ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ?


ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି?


ମାତ୍ର ସିୟୋନ କହିଲା, “ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରିଅଛନ୍ତି।”


ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”


Swiv nou:

Piblisite


Piblisite