ବିଳାପ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସ୍ରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।। Gade chapit laଓଡିଆ ବାଇବେଲ6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସ୍ରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ। Gade chapit laପବିତ୍ର ବାଇବଲ6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ, ମିଶରୀୟ ଓ ଅଶୂରୀୟମାନଙ୍କ ସହିତ ଚୁକ୍ତିବଦ୍ଧ ହୋଇଅଛୁ। Gade chapit la |
ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋʼ ମନ ସରଳ, ସେପରି ତୁମ୍ଭ ମନ କି ମୋʼ ପ୍ରତି ଅଛି?” ଏଥିରେ ଯିହୋନାଦବ୍ ଉତ୍ତର କଲା, “ହଁ, ଅଛି।” “ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ।” ତହୁଁ ଯିହୋନାଦବ୍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।