Biblia Todo Logo
Bib sou entènèt

- Piblisite -




ବିଳାପ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପ୍ରାନ୍ତରରେ ଖଡ୍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣ ସଙ୍କଟରେ ଖାଦ୍ୟ ପାଉଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପ୍ରାନ୍ତରରେ ଖଡ଼୍‍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣସଙ୍କଟରେ ଖାଦ୍ୟ ପାଉଅଛୁ।

Gade chapit la Kopi

ଓଡିଆ ବାଇବେଲ

9 ପ୍ରାନ୍ତରରେ ଖଡ୍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣ ସଙ୍କଟରେ ଖାଦ୍ୟ ପାଉଅଛୁ।

Gade chapit la Kopi

ପବିତ୍ର ବାଇବଲ

9 ପ୍ରାନ୍ତରରେ ‌‌ଖ‌ଡ଼୍‌ଗ ଥିବାରୁ ଆମ୍ଭେମାନେ ଆମ୍ଭମାନଙ୍କର ଜୀବନକୁ ସଙ୍କଟାପନ୍ନ କରି ଖାଦ୍ୟ ପାଇଅଛୁ।

Gade chapit la Kopi




ବିଳାପ 5:9
9 Referans Kwoze  

ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।


ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।


କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍‍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ।


ପୁଣି ସେ କହିଲେ, “ହେ ସଦାପ୍ରଭୋ, ମୁଁ ଯେ ଏ କର୍ମ କରିବି, ଏହା ମୋʼ ଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ।” ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।


ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍‍ର ଅଧିକାରସ୍ଥ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍‍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।


Swiv nou:

Piblisite


Piblisite