ଲେବୀୟ ପୁସ୍ତକ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ମାତ୍ର ସେ ତାହାର ଅନ୍ତ୍ର ଓ ପଦ ଜଳରେ ଧୌତ କରିବ; ତହୁଁ ଯାଜକ ସେସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ; ତାହା ହୋମବଳି, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। Gade chapit laଓଡିଆ ବାଇବେଲ13 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। Gade chapit laପବିତ୍ର ବାଇବଲ13 ମାତ୍ର ସେ ତା'ର ଅନ୍ତ୍ର ଅଂଶ ଓ ଗୋଡ଼ ଜଳରେ ଧୌତ କରିବ। ତା'ପରେ ଯାଜକ ସମ୍ପୂର୍ଣ୍ଣ ପଶୁଟିକୁ ଉତ୍ସର୍ଗ କରିବ ଓ ଏହାକୁ ଯଜ୍ଞବେଦି ଉପରେ ଦଗ୍ଧ କରିବ। ତାହା ହେବ ସଦାପ୍ରଭୁଙ୍କ ପାଇଁ ଗୋଟିଏ ସୁବାସିତ ନୈବେଦ୍ୟ। Gade chapit la |