ଲେବୀୟ ପୁସ୍ତକ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି-ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ଖଣ୍ତସକଳ, ମସ୍ତକ ଓ ମେଦ ରଖିବେ। Gade chapit laଓଡିଆ ବାଇବେଲ8 ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ। Gade chapit laପବିତ୍ର ବାଇବଲ8 ପୁଣି ଯାଜକ ହାରୋଣର ପୁତ୍ର ଯାଜକମାନେ ଯଜ୍ଞବେଦି ଉପରିସ୍ଥ ଅଗ୍ନି ଉପରେ ଥିବା କାଠ ଉପରେ ସେହି ଖଣ୍ଡ ସକଳ, ମସ୍ତକ ଓ ମେଦ ରଖିବେ। Gade chapit la |