ଲେବୀୟ ପୁସ୍ତକ 10:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ୍ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୁ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ। Gade chapit laପବିତ୍ର ବାଇବଲ1 ଏହା ପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରତ୍ୟେକ ନିଜ ନିଜ ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି ଉତ୍ସର୍ଗ କଲେ। Gade chapit la |
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।