Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଦେଖ, ପବିତ୍ର ସ୍ଥାନ ଭିତରକୁ ତାହାର ରକ୍ତ ଅଣାଗଲା ନାହିଁ; ଯେପରି ଆମ୍ଭେ ଆଜ୍ଞା ଦେଇଥିଲୁ, ସେପରି ତୁମ୍ଭେମାନେ ପବିତ୍ର ସ୍ଥାନରେ ତାହା ତ ଭୋଜନ କରିଥାʼନ୍ତ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଦେଖ, ପବିତ୍ର ସ୍ଥାନ ଭିତରକୁ ତାହାର ରକ୍ତ ଅଣାଗଲା ନାହିଁ; ଯେପରି ଆମ୍ଭେ ଆଜ୍ଞା ଦେଇଥିଲୁ, ସେପରି ତୁମ୍ଭେମାନେ ପବିତ୍ର ସ୍ଥାନରେ ତାହା ତ ଭୋଜନ କରିଥାʼନ୍ତ।

Gade chapit la Kopi

ଓଡିଆ ବାଇବେଲ

18 ଦେଖ, ପବିତ୍ର ସ୍ଥାନ ଭିତରକୁ ତାହାର ରକ୍ତ ଅଣାଗଲା ନାହିଁ; ଯେପରି ଆମ୍ଭେ ଆଜ୍ଞା ଦେଇଥିଲୁ, ସେପରି ତୁମ୍ଭେମାନେ ପବିତ୍ର ସ୍ଥାନରେ ତାହା ତ ଭୋଜନ କରିଥା’ନ୍ତ।”

Gade chapit la Kopi

ପବିତ୍ର ବାଇବଲ

18 ଦେଖ ପବିତ୍ର ସ୍ଥାନ ଭିତରକୁ ଉତ୍ସର୍ଗ ପଶୁର ରକ୍ତ ଅଣାଗଲା ନାହିଁ। ତେଣୁ ତୁମ୍ଭେମାନେ ତାହା ମୋ’ ଆଦେଶାନୁସାରେ ପବିତ୍ର ସ୍ଥାନରେ ଭୋଜନ କରିବା ଉଚିତ୍।”

Gade chapit la Kopi




ଲେବୀୟ ପୁସ୍ତକ 10:18
4 Referans Kwoze  

ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।”


ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।


ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହାସବୁ ପବିତ୍ର ବସ୍ତୁ।


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite