ଲେବୀୟ ପୁସ୍ତକ 10:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ତୁମ୍ଭେମାନେ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ ତୁମ୍ଭେମାନେ ସମାଗମ-ତମ୍ଵୁଦ୍ଵାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ-ତୈଳ ଅଛି। ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ। Gade chapit laଓଡିଆ ବାଇବେଲ7 ଆଉ ତୁମ୍ଭେମାନେ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ। Gade chapit laପବିତ୍ର ବାଇବଲ7 ଆଉ ତୁମ୍ଭେ ସମାଗମ-ତମ୍ବୁ ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତେଣୁ ହାରୋଣ, ଇଲିୟାସର ଓ ଈଥାମର ମୋଶାଙ୍କ ଆଜ୍ଞା ଅନୁସାରେ କାର୍ଯ୍ୟ କଲେ। Gade chapit la |