Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 “ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ଵୁରେ ପ୍ରବେଶ କରିବ, ସେ ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;

Gade chapit la Kopi

ଓଡିଆ ବାଇବେଲ

9 “ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;

Gade chapit la Kopi

ପବିତ୍ର ବାଇବଲ

9 “ତୁମ୍ଭେ କିମ୍ବା ତୁମ୍ଭର ପୁତ୍ରଗଣ ଯେତେବେଳେ ସମାଗମ-ତମ୍ବୁରେ ପ୍ରବେଶ କରିବ ତୁମ୍ଭେମାନେ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବ ନାହିଁ। ଯଦି ତୁମ୍ଭେମାନେ ତାହା କର ତେବେ ତୁମ୍ଭେମାନେ ମରିବ। ଏହି ବ୍ୟବସ୍ଥା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ପାଳିତ ହେବ।

Gade chapit la Kopi




ଲେବୀୟ ପୁସ୍ତକ 10:9
17 Referans Kwoze  

ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,


ମଦ୍ୟପାୟୀ କି ବିବାଦ-ପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,


କାରଣ ଅଧ୍ୟକ୍ଷ, ଈଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦ-ପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟପ୍ରିୟ,


ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,


ଭିତର ପ୍ରାଙ୍ଗଣରେ ପ୍ରବେଶ କରିବା ସମୟରେ କୌଣସି ଯାଜକ ଦ୍ରାକ୍ଷାରସ ପାନ କରିବେ ନାହିଁ।


ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍‍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।


ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,


ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।


ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର।


ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।


ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।


ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।


ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”


ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ,


ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


Swiv nou:

Piblisite


Piblisite