Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେ ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।

Gade chapit la Kopi

ଓଡିଆ ବାଇବେଲ

12 ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।

Gade chapit la Kopi

ପବିତ୍ର ବାଇବଲ

12 ଜଳଚରମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।

Gade chapit la Kopi




ଲେବୀୟ ପୁସ୍ତକ 11:12
3 Referans Kwoze  

ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ହେବେ; ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ, ପୁଣି ସେମାନଙ୍କ ଶବକୁ ଘୃଣା କରିବ।


ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହିସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,


ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।


Swiv nou:

Piblisite


Piblisite