ଲେବୀୟ ପୁସ୍ତକ 11:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି ଚାରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit laପବିତ୍ର ବାଇବଲ (Re-edited) - (BSI)27 ପୁଣି ଚାରିଗୋଡ଼ିଆ ବନଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଅଁଇ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit laଓଡିଆ ବାଇବେଲ27 ପୁଣି ଚାରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit la |