ଲେବୀୟ ପୁସ୍ତକ 11:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି। Gade chapit laପବିତ୍ର ବାଇବଲ (Re-edited) - (BSI)28 ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି। Gade chapit laଓଡିଆ ବାଇବେଲ28 ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି। Gade chapit laପବିତ୍ର ବାଇବଲ28 ଯିଏ ସେମାନଙ୍କର ଶବ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ସେଗୁଡ଼ିକ ତୁମ୍ଭମାନଙ୍କ ପାଇଁ ଅଶୁଚି। Gade chapit la |