Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ଯେଉଁସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ; ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ପୁଣି, ଯେଉଁ ସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ; ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ।

Gade chapit la Kopi

ଓଡିଆ ବାଇବେଲ

34 ପୁଣି, ଯେଉଁ ସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ; ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ;

Gade chapit la Kopi

ପବିତ୍ର ବାଇବଲ

34 ପୁଣି ସେହି ଅଶୁଚି ପାତ୍ରରୁ ଯଦି ପାଣି କୌଣସି ଖାଦ୍ୟ ଦ୍ରବ୍ୟ ଉପରେ ପଡ଼େ ତାହା ମଧ୍ୟ ଅଶୁଚି ହେବ। ଯେକୌଣସି ପାନୀୟ, ପାତ୍ର ମଧ୍ୟରେ ଥିଲେ ତାହା ଅଶୁଚି ହେବ।

Gade chapit la Kopi




ଲେବୀୟ ପୁସ୍ତକ 11:34
7 Referans Kwoze  

ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।


ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।


ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।


ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।


ପୁଣି, କୌଣସି ମାଟି ପାତ୍ର ମଧ୍ୟରେ ସେମାନଙ୍କର ଶବ ପଡ଼ିଲେ, ତହିଁ ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟ ଅଶୁଚି ହେବ ଓ ତୁମ୍ଭେମାନେ ତାହା ଭାଙ୍ଗି ପକାଇବ।


ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।


Swiv nou:

Piblisite


Piblisite