Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଏଁ, ସେ ଅଶୁଚି ହେବ।

Gade chapit la Kopi

ଓଡିଆ ବାଇବେଲ

36 ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ

36 “କୌଣସି ଝରଣା କିମ୍ବା କୂପରେ ଥିବା ଜଳ ଶୁଚି ହେବ। ମାତ୍ର ଯେକେହି ସେମାନଙ୍କର ଶବ ଛୁଏଁ ସେ ଅଶୁଚି ହେବ।

Gade chapit la Kopi




ଲେବୀୟ ପୁସ୍ତକ 11:36
4 Referans Kwoze  

କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”


ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।


ପୁଣି, ଯେଉଁ ବିହନ ବୁଣା ଯିବାକୁ ଅଛି, ତହିଁ ଉପରେ ଯେବେ ସେମାନଙ୍କ ଶବର କିଛି ପଡ଼େ, ତେବେ ତାହା ଶୁଚି ରହିବ।


Swiv nou:

Piblisite


Piblisite