Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।

Gade chapit la Kopi

ଓଡିଆ ବାଇବେଲ

38 ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ

38 ମାତ୍ର ଯଦି ବିହନ ପାଣିରେ ଥିବ, ଯେବେ ସେମାନଙ୍କର ଶବର କିଛି ଅଂଶ ପଡ଼େ, ସେସବୁ ବିହନ ତୁମ୍ଭମାନଙ୍କ ପାଇଁ ଅଶୁଚି ହେବ।

Gade chapit la Kopi




ଲେବୀୟ ପୁସ୍ତକ 11:38
3 Referans Kwoze  

ପୁଣି, ଯେଉଁ ବିହନ ବୁଣା ଯିବାକୁ ଅଛି, ତହିଁ ଉପରେ ଯେବେ ସେମାନଙ୍କ ଶବର କିଛି ପଡ଼େ, ତେବେ ତାହା ଶୁଚି ରହିବ।


ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


Swiv nou:

Piblisite


Piblisite