Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଶୁଚି ଓ ଅଶୁଚି ଏବଂ ଖାଦ୍ୟ ଓ ଅଖାଦ୍ୟ ପଶୁମାନଙ୍କ ପ୍ରଭେଦ ଜଣାଇବା ପାଇଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଶୁଚି ଓ ଅଶୁଚି ଏବଂ ଖାଦ୍ୟ ଓ ଅଖାଦ୍ୟ ପ୍ରାଣୀମାନଙ୍କ ପ୍ରଭେଦ ଜଣାଇବା ପାଇଁ ,

Gade chapit la Kopi

ଓଡିଆ ବାଇବେଲ

46 ଶୁଚି ଓ ଅଶୁଚି ଏବଂ ଖାଦ୍ୟ ଓ ଅଖାଦ୍ୟ ପଶୁମାନଙ୍କ ପ୍ରଭେଦ ଜଣାଇବା ପାଇଁ,

Gade chapit la Kopi

ପବିତ୍ର ବାଇବଲ

46 ସମସ୍ତ ଯୋଗା ପ୍ରାଣୀ, ପକ୍ଷୀ ଓ ଅନ୍ୟ ପୃଥିବୀସ୍ଥିତ ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା ସବୁ ଅଟେ। ସମସ୍ତ ଜଳଚର ଓ ଉରୋଗାମୀ ପ୍ରାଣୀମାନଙ୍କ ବିଷୟରେ ମଧ୍ୟ ଏହି ବ୍ୟବସ୍ଥା ଅଟେ।

Gade chapit la Kopi




ଲେବୀୟ ପୁସ୍ତକ 11:46
8 Referans Kwoze  

ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ। ଦେଖ, ଏହା ହିଁ ଗୃହର ବ୍ୟବସ୍ଥା।


ପ୍ରମେହ ରୋଗୀର ଓ ବୀର୍ଯ୍ୟପାତରେ ଅଶୁଚି ଲୋକର,


କୁଷ୍ଠରୋଗର ସର୍ବପ୍ରକାର ଘାଆ ଓ ଛଉର ଏହି ବ୍ୟବସ୍ଥା;


ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି, ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକ; ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା।


ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”


ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।


କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ।


ପଶୁ, ପକ୍ଷୀ, ଜଳଚର ପ୍ରାଣୀ ଓ ଉରୋଗାମୀ ଭୂଚର ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା।”


Swiv nou:

Piblisite


Piblisite