Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ଶୂକର, ଯେହେତୁ ସେ ବିଭକ୍ତ-ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ଶୂକର, ଯେହେତୁ ସେ ବିଭକ୍ତ ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ଶୂକର, ଯେହେତୁ ସେ ବିଭକ୍ତ ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।

Gade chapit la Kopi

ପବିତ୍ର ବାଇବଲ

7 ଆଉ କେତେକ ପ୍ରାଣୀ ଅଛନ୍ତି ଯେଉଁମାନଙ୍କର ଦୁଇଫାଳ ବିଶିଷ୍ଟ ଖୁରା ଅଛି। ମାତ୍ର ସେମାନେ ପାକୁଳି କରନ୍ତି ନାହିଁ। ସେଗୁଡ଼ିକୁ ମଧ୍ୟ ତୁମ୍ଭେମାନେ ଭୋଜନ କରିବ ନାହିଁ। ସେପ୍ରକାର ପ୍ରାଣୀ ହେଉଛି ଶୂକର, ସେ ମଧ୍ୟ ତୁମ୍ଭମାନଙ୍କ ପାଇଁ ଅଶୁଚି।

Gade chapit la Kopi




ଲେବୀୟ ପୁସ୍ତକ 11:7
11 Referans Kwoze  

ସଦାପ୍ରଭୁ କହନ୍ତି, ଯେଉଁମାନେ ମଧ୍ୟବର୍ତ୍ତୀ ଏକ ଜଣର ପଶ୍ଚାତ୍‍ ଉଦ୍ୟାନକୁ ଯିବା ପାଇଁ ଆପଣାମାନଙ୍କୁ ପବିତ୍ର ଓ ଶୁଚି କରନ୍ତି, ଶୂକର ମାଂସ ଓ ଘୃଣ୍ୟ ଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ଏକତ୍ର ବିନଷ୍ଟ ହେବେ।


ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;


ସେମାନେ କବର ସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;


ପୁଣି ଶୂକର, ଯେହେତୁ ସେ ବିଭକ୍ତ ଖୁରାବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟେ; ତୁମ୍ଭେମାନେ ସେମାନଙ୍କ ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କ ଶବ ସ୍ପର୍ଶ କରିବ ନାହିଁ।


ସେଥିରେ ସେ ଯାଇ ସେହି ଦେଶର ଜଣେ ଲୋକଙ୍କର ଆଶ୍ରୟ ନେଲା, ଆଉ ସେ ତାହାକୁ ଘୁଷୁରି ଚରାଇବା ପାଇଁ ଆପଣା ପଡ଼ିଆକୁ ପଠାଇଲେ;


ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ଘୁଷୁରୀ ପଲ ଅତି ବେଗରେ ପାହାଡ ଉପରୁ ଦୌଡ଼ିଯାଇ ହ୍ରଦରେ ପଡ଼ି ବୁଡ଼ି ମଲେ।


ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ।


ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ।


ଆଉ, ଠେକୁଆ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।


ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।


Swiv nou:

Piblisite


Piblisite