Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହୁଁ ଯାଜକ ତାହାକୁ ଦେଖିବ; ଆଉ ଦେଖ, ଯେବେ ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,

Gade chapit la Kopi

ଓଡିଆ ବାଇବେଲ

10 ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,

Gade chapit la Kopi

ପବିତ୍ର ବାଇବଲ

10 ତହୁଁ ଯାଜକ ତାକୁ ଦେଖିବ, ଯଦି ତାହାର ଚର୍ମରେ ଶ୍ୱେତବର୍ଣ୍ଣ ଫୁଲା ଥାଏ, ତହିଁରେ ଲୋମ ଶ୍ୱେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚାମାଂସ ବୃଦ୍ଧି ପାଉଥାଏ।

Gade chapit la Kopi




ଲେବୀୟ ପୁସ୍ତକ 13:10
12 Referans Kwoze  

ଏହେତୁ ନାମାନ୍‍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରିଗଲା।


ଜଗତ ତୁମ୍ଭମାନଙ୍କୁ ଘୃଣା କରିପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।


ଯେ ନଗର-ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।


ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।


କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;


କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘାʼ ହେଲେ, ସେ ଯାଜକ ନିକଟକୁ ଅଣାଯିବ;


ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି।


Swiv nou:

Piblisite


Piblisite