Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ଯଦି କୁଷ୍ଠରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘାʼଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ଯେବେ କୁଷ୍ଠ ରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘାʼଯୁକ୍ତ ଲୋକର ମସ୍ତକଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠ ରୋଗରେ ଆଚ୍ଛନ୍ନ ହୋଇଥାଏ,

Gade chapit la Kopi

ଓଡିଆ ବାଇବେଲ

12 ଆଉ, ଯଦି କୁଷ୍ଠ ରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘା’ଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,

Gade chapit la Kopi

ପବିତ୍ର ବାଇବଲ

12 “ସମୟେ ସମୟେ କୁଷ୍ଠରୋଗ ଲୋକର ସମଗ୍ର ଶରୀରକୁ ବ୍ୟାପି ଥାଏ। ସେହି କୁଷ୍ଠରୋଗ ଆପାଦମସ୍ତକ ଶରୀରକୁ ଆଚ୍ଛନ୍ନ କରିଥାଏ। ସେତେବେଳେ ଯାଜକ ସେହି ଲୋକର ସମସ୍ତ ଶରୀର ଦେଖିବ।

Gade chapit la Kopi




ଲେବୀୟ ପୁସ୍ତକ 13:12
9 Referans Kwoze  

ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ।


କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।


ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।”


“ଦେଖ, ମୁଁ ଅକିଞ୍ଚନା; ତୁମ୍ଭକୁ କି ଉତ୍ତର ଦେବି? ମୁଁ ନିଜ ମୁଖରେ ଆପଣା ହାତ ଦିଏ।


ତେବେ, ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ;


ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି।


ତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ।


Swiv nou:

Piblisite


Piblisite