Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠରୋଗ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠ ରୋଗ।

Gade chapit la Kopi

ଓଡିଆ ବାଇବେଲ

15 ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠରୋଗ।

Gade chapit la Kopi

ପବିତ୍ର ବାଇବଲ

15 ଯେତେବେଳେ ଯାଜକ କଞ୍ଚାମାଂସ ଦେଖିବ, ସେ ଅଶୁଚି ବୋଲି ପ୍ରକାଶ କରିବ। କଞ୍ଚାମାଂସ ଅଶୁଚି ଓ ଏହା କୁଷ୍ଠରୋଗ।

Gade chapit la Kopi




ଲେବୀୟ ପୁସ୍ତକ 13:15
2 Referans Kwoze  

ମାତ୍ର ଯେତେବେଳେ କଞ୍ଚା ମାଂସ ତାହା ଦେହରେ ପ୍ରକାଶ ପାଏ, ସେତେବେଳେ ସେ ଅଶୁଚି ହେବ।


ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,


Swiv nou:

Piblisite


Piblisite