Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଅଥବା ଯେବେ ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,

Gade chapit la Kopi

ଓଡିଆ ବାଇବେଲ

16 ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,

Gade chapit la Kopi

ପବିତ୍ର ବାଇବଲ

16 “ଯଦି ସେହି କଞ୍ଚାମାଂସ ବଦଳି ଶ୍ୱେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଆସିବ।

Gade chapit la Kopi




ଲେବୀୟ ପୁସ୍ତକ 13:16
7 Referans Kwoze  

ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।


ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠରୋଗ।


ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘାʼ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘାʼଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।


Swiv nou:

Piblisite


Piblisite