ଲେବୀୟ ପୁସ୍ତକ 13:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ତେବେ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠ ରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠ ରୋଗର ଘାଆ। Gade chapit laଓଡିଆ ବାଇବେଲ25 ତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠ ରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା’ ଅଟେ। Gade chapit la |