ଲେବୀୟ ପୁସ୍ତକ 13:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)27 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯେବେ ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠ ରୋଗର ଘାଆ। Gade chapit laଓଡିଆ ବାଇବେଲ27 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା’ ଅଟେ। Gade chapit laପବିତ୍ର ବାଇବଲ27 ସପ୍ତମ ଦିନ ଯାଜକ ପୁନର୍ବାର ଲୋକଟିକୁ ଦେଖିବ, ଯଦି ତାହା ଚର୍ମରେ ବ୍ୟାପି ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହା କୁଷ୍ଠରୋଗର ଘା’। Gade chapit la |