ଲେବୀୟ ପୁସ୍ତକ 13:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, Gade chapit laପବିତ୍ର ବାଇବଲ (Re-edited) - (BSI)32 ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦିବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, Gade chapit laଓଡିଆ ବାଇବେଲ32 ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, Gade chapit laପବିତ୍ର ବାଇବଲ32 ସପ୍ତମ ଦିନରେ ଯାଜକ ସେହି ଲୋକର ଘା’ ଦେଖିବ। ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦିବର୍ଣ୍ଣର ଲୋମ ହୋଇ ନ ଥାଏ, ଆଉ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, Gade chapit la |