ଲେବୀୟ ପୁସ୍ତକ 13:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ, ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)34 ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ ଦେଖ, ଯେବେ ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ। Gade chapit laଓଡିଆ ବାଇବେଲ34 ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ, ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ। Gade chapit laପବିତ୍ର ବାଇବଲ34 ପୁଣି ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ। ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତହା ଚର୍ମର ନୀଚ୍ଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବ, ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ। Gade chapit la |