ଲେବୀୟ ପୁସ୍ତକ 13:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘାʼ ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)44 ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘାଆ ହୋଇଅଛି। Gade chapit laଓଡିଆ ବାଇବେଲ44 ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘା’ ହୋଇଅଛି। Gade chapit laପବିତ୍ର ବାଇବଲ44 ତେବେ ସେ କୁଷ୍ଠରୋଗରେ ଆକ୍ରାନ୍ତ, ସେ ଅଶୁଚି। ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହାର ମସ୍ତକରେ ଘା’ ହୋଇଛି। Gade chapit la |