ଲେବୀୟ ପୁସ୍ତକ 13:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଆଉ, ଯେଉଁ କୁଷ୍ଠୀର ଘାʼ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)45 ଆଉ, ଯେଉଁ କୁଷ୍ଠୀର ଘାଆ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି “ଅଶୁଚି ଅଶୁଚି” ବୋଲି ଡାକ ପକାଇବ। Gade chapit laଓଡିଆ ବାଇବେଲ45 ଆଉ, ଯେଉଁ କୁଷ୍ଠୀର ଘା’ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ। Gade chapit laପବିତ୍ର ବାଇବଲ45 “ପୁଣି ଯେଉଁ ଲୋକ କୁଷ୍ଠରୋଗୀ, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ନିଜର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ। ପୁଣି “ଅଶୁଚି, ଅଶୁଚି” ବୋଲି ଚିତ୍କାର କରିବ। Gade chapit la |
ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।