Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ପର୍ଯ୍ୟନ୍ତ ତାହା ପୃଥକ କରି ରଖିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ତାହା ରୁଦ୍ଧ କରି ରଖିବ;

Gade chapit la Kopi

ଓଡିଆ ବାଇବେଲ

54 ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ପର୍ଯ୍ୟନ୍ତ ତାହା ପୃଥକ୍ କରି ରଖିବ;

Gade chapit la Kopi

ପବିତ୍ର ବାଇବଲ

54 ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟକୁ ଧୋଇବାକୁ ଆଜ୍ଞା ଦେବ। ପୁଣି ସାତ ଦିନ ତାକୁ ପୃଥକ କରି ରଖିବ।

Gade chapit la Kopi




ଲେବୀୟ ପୁସ୍ତକ 13:54
2 Referans Kwoze  

ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ;


ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି ଅଟେ; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; କାରଣ ସେହି ଦାଗ ଭିତରେ ଥାଉ କି ବାହାରେ ଥାଉ, ତାହା କ୍ଷୟକାରକ।


Swiv nou:

Piblisite


Piblisite