ଲେବୀୟ ପୁସ୍ତକ 14:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ। Gade chapit laଓଡିଆ ବାଇବେଲ12 ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ। Gade chapit laପବିତ୍ର ବାଇବଲ12 ଆଉ ଯାଜକ ଗୋଟିଏ ଅଣ୍ଡିରା ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେଇ ଦୋଷାର୍ଥକ ବଳିରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେସବୁ ଦୋଳନୀୟ କରାଯିବ। Gade chapit la |