Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ, ଯାଜକ ସେହି ଏକ ଲୋଗ୍‍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ, ଯାଜକ ସେହି ଏକ ଲୋଗ୍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;

Gade chapit la Kopi

ଓଡିଆ ବାଇବେଲ

15 ଆଉ, ଯାଜକ ସେହି ଏକ ଲୋଗ୍‍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;

Gade chapit la Kopi

ପବିତ୍ର ବାଇବଲ

15 ଆଉ ଯାଜକ ସେହି ଏକ ଲୋଗ୍ ତୈଳରୁ କିଛି ନେଇ ନିଜର ବାମ ହସ୍ତର ପାପୁଲିରେ ଢାଳିବ।

Gade chapit la Kopi




ଲେବୀୟ ପୁସ୍ତକ 14:15
5 Referans Kwoze  

ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।


କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।


ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।


ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ ନେବ।


ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;


Swiv nou:

Piblisite


Piblisite