ଲେବୀୟ ପୁସ୍ତକ 14:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ; Gade chapit laପବିତ୍ର ବାଇବଲ (Re-edited) - (BSI)25 ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ଦକ୍ଷିଣ ହସ୍ତ-ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ ବୃଦ୍ଧାଙ୍ଗୁଳିରେ ଲଗାଇବ; Gade chapit laଓଡିଆ ବାଇବେଲ25 ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ; Gade chapit laପବିତ୍ର ବାଇବଲ25 ତା'ପରେ ଯାଜକ ସେହି ଦୋଷାର୍ଥକ ବଳି ପାଇଁ ଉର୍ଦ୍ଦିଷ୍ଟ ମେଷବତ୍ସ ବଧ କରିବ। ଆଉ ସେଥିରୁ କିଛି ରକ୍ତ ନେଇ ଯାଜକ ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ। Gade chapit la |