Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହିଁ ଉତ୍ତାରେ ଯାଜକ ସେହି ତୈଳରୁ କିଛି ନେଇ ଆପଣା ବାମ ହସ୍ତ ପାପୁଲିରେ ଢାଳିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତହିଁ ଉତ୍ତାରେ ସେହି ତୈଳରୁ କିଛି ନେଇ ଆପଣା ବାମ ହସ୍ତ-ପାପୁଲିରେ ଢାଳିବ;

Gade chapit la Kopi

ଓଡିଆ ବାଇବେଲ

26 ତହିଁ ଉତ୍ତାରେ ଯାଜକ ସେହି ତୈଳରୁ କିଛି ନେଇ ଆପଣା ବାମ ହସ୍ତ ପାପୁଲିରେ ଢାଳିବ;

Gade chapit la Kopi

ପବିତ୍ର ବାଇବଲ

26 ଆଉ ମଧ୍ୟ ଯାଜକ ସେହି ତୈଳରୁ କିଛି ନେଇ ନିଜ ବାମହସ୍ତ ପାପୁଲିରେ ଢାଳିବ।

Gade chapit la Kopi




ଲେବୀୟ ପୁସ୍ତକ 14:26
2 Referans Kwoze  

ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;


ଆଉ, ଯାଜକ ଆପଣା ଡାହାଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;


Swiv nou:

Piblisite


Piblisite