Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପୁଣି ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।

Gade chapit la Kopi

ଓଡିଆ ବାଇବେଲ

29 ପୁଣି ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।

Gade chapit la Kopi

ପବିତ୍ର ବାଇବଲ

29 ପୁଣି ଯାଜକ ଶୋଧନୀୟ ଲୋକ ପାଇଁ ପ୍ରାୟଶ୍ଚିତ କରିବାକୁ ନିଜ ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।

Gade chapit la Kopi




ଲେବୀୟ ପୁସ୍ତକ 14:29
8 Referans Kwoze  

ଏଥିଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୁଚିଯୋଗ୍ୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ।


ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;


ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”


ଆଉ, ଯାଜକ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ।


ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ତାହାର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ।


ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ କପୋତ ଅବା ଦୁଇ ପାରାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ;


Swiv nou:

Piblisite


Piblisite