ଲେବୀୟ ପୁସ୍ତକ 14:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଅର୍ଥାତ୍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)31 ଅର୍ଥାତ୍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ-ନୈବେଦ୍ୟ ସହିତ ଗୋଟିକି ପାପାର୍ଥକ ବଳି ରୂପେ ଓ ଅନ୍ୟଟିକି ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ। Gade chapit laଓଡିଆ ବାଇବେଲ31 ଅର୍ଥାତ୍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ। Gade chapit laପବିତ୍ର ବାଇବଲ31 ତାହାର ପ୍ରାପ୍ତିର ସାଧ୍ୟ ଅନୁସାରେ ଶସ୍ୟ ନୈବେଦ୍ୟ ସହିତ ଗୋଟିଏ ପାପାର୍ଥକ ବଳିରୂପେ ଓ ଅନ୍ୟଟି ହୋମବଳି ରୂପେ ଉତ୍ସର୍ଗ କରିବ। ପୁଣି ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ କରିବ। ଫଳରେ ଲୋକଟି ଶୁଚି ହେବ।” Gade chapit la |