Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଯେଉଁ କୁଷ୍ଠରୋଗର ଘାʼଯୁକ୍ତ ଲୋକ ଆପଣାର ଶୁଚିକାର୍ଯ୍ୟ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଯେଉଁ କୁଷ୍ଠରୋଗର ଘାʼଯୁକ୍ତ ଲୋକ ଆପଣା ଶୌଚ ସମ୍ଵନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା।

Gade chapit la Kopi

ଓଡିଆ ବାଇବେଲ

32 ଯେଉଁ କୁଷ୍ଠରୋଗର ଘା’ଯୁକ୍ତ ଲୋକ ଆପଣାର ଶୁଚିକାର୍ଯ୍ୟ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା।”

Gade chapit la Kopi

ପବିତ୍ର ବାଇବଲ

32 ଯେଉଁ କୁଷ୍ଠରୋଗର ଘା’ଯୁକ୍ତ ଲୋକ ନିଜ ଶୌଚ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା ଅଟେ।

Gade chapit la Kopi




ଲେବୀୟ ପୁସ୍ତକ 14:32
12 Referans Kwoze  

ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ;


ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ ନେବ।


ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;


ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


“କୁଷ୍ଠରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;


ଲୋମ କି ମସିନା ନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠରୋଗର ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି।


“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘାʼ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।


ଅର୍ଥାତ୍‍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।


ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,


Swiv nou:

Piblisite


Piblisite